ଦିବ୍ୟାଙ୍ଗଙ୍କ ରାଜନୈତିକ ଅନ୍ତର୍ଭୁକ୍ତି ଓ ବର୍ଦ୍ଧିଷ୍ଣୁ ସଂରକ୍ଷଣର ସ୍ୱର ଏବେ ସମୟ ଆସିଛି, ନୂତନ ଭିନ୍ନକ୍ଷମ ଆଇନ୍ ଅନ୍ତର୍ଗତ ଏହି ୨୧ ପ୍ରକାର ଭିନ୍ନକ୍ଷମ ସମୂହଙ୍କ ସ୍ୱାର୍ଥ ଓ ନ୍ୟାଯ୍ୟ ଦାବି ନିମନ୍ତେ ମିଳିତ … April 12,9:07 AM By ପୁନର୍ବାସ ସମାଚାର In ବିଶେଷ ପ୍ରସଙ୍ଗ
ଖବରକ୍ରୀଡା କ୍ଷେତ୍ରରେ ବି କମ୍ ନୁହଁନ୍ତି ଦିବ୍ୟାଙ୍ଗ ନାରୀଇଚ୍ଛାଶକ୍ତି ଓ ଦୃଢ଼ ମନୋବଳ ଦ୍ୱାରା ଅସମ୍ଭବ ସମ୍ଭବରେ ପରିଣତ ହୋଇପାରେ । ଏହାର ଜ୍ୱଳନ୍ତ ପ୍ରମାଣ ସି୍ରା ପ୍ରିୟଦର୍ଶିନୀଙ୍କଠାରେ ଦେଖିବାକୁ ମିଳିଛି । ସମାଜ ଆଖିରେ ଭିନ୍ନକ୍ଷମ ଦୃଷ୍ଟିକୋଣକୁ ଭୁଲ ପ୍ରମାଣିତ କରିାରିଛନ୍ତି...
ଖବରବୀରତ୍ୱରେ ପଛରେ ନାହାନ୍ତି ଦିବ୍ୟାଙ୍ଗ, ହାତ ଗୋଡ ନ ଥାଇବି ଲଢ଼ିପାରନ୍ତି ଯୁଦ୍ଧଶୁଣିଲେ କାନକୁ ଅବିଶ୍ୱାସ ଲାଗିପାରେ ! ମାତ୍ର ଦେଶପ୍ରେମ ଆଗରେ ନିଜର ଯନ୍ତ୍ରଣା ଓ ଅସାମର୍ଥ୍ୟତାକୁ ଯୁଦ୍ଧଯଜ୍ଞରେ ଆହୂତି ଦେଇ ଅଶ୍ରୁତପୂର୍ବ ସାହସର ନିଦର୍ଶନ ଦେଖାଇଛନ୍ତି ୟୁକ୍ରେନ ସୈନ୍ୟ । ଯୁଦ୍ଧରେ ଆହତ କିଛି...
କଭର ଷ୍ଟୋରୀସାମ୍ପ୍ରତିକ ଦୃଶ୍ୟପଟ୍ଟ ଓ ଭିନ୍ନକ୍ଷମଙ୍କ ନିଯୁକ୍ତିଗତ ଚିତ୍ରଏହି ବିଶାଳ ବର୍ଗର ଅଣକୁଶଳୀ ନିଯୁକ୍ତିକ୍ଷମ ଭିନ୍ନକ୍ଷମ ଯୁବକ ଯୁବତୀଙ୍କୁ କୁଶଳୀ କରାଇ ମୁଖ୍ୟ ସ୍ରୋତର ନିଯୁକ୍ତି ଧାରାରେ ସାମିଲ କରାଇବାର ବୃହତ୍ତର ସୁଯୋଗ ରହିଛି ।
ବିଶ୍ଳେଷଣକେନ୍ଦ୍ର ବଜେଟ୍ ୨୦୨୫ରେ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ : ଏକ ଅନୁଧ୍ୟାନଭିନ୍ନକ୍ଷମ କଲ୍ୟାଣ ପାଇଁ ଚଳିତ ବର୍ଷ ରଖାଯାଇଥିବା ବଜେଟ୍ ୨୦୨୪ରେ ୧୨୨୫ କୋଟି ଟଙ୍କା ତୁଳନାରେ ସାମାନ୍ୟ ବୃଦ୍ଧି ପାଇ ୧୨୭୫ କୋଟି ଟଙ୍କାରେ ପହଞ୍ଚିଛି, ଯାହା ପୂର୍ବ ବର୍ଷ ତୁଳନାରେ ମାତ୍ର ୩.୪୩%...
ଖବରଆଗକୁ ଆସୁଛି ନିଟ୍ ପରୀକ୍ଷା: ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଇଁ ଆହ୍ୱାନଭିନ୍ନକ୍ଷମ ଅଧିକାର କର୍ମୀମାନେ ଚଳିତ ବର୍ଷ ନିଟ୍ (ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ) ୨୦୨୫-୨୬ ପୁସ୍ତିକା ପ୍ରକାଶ ପାଇବା ପୂର୍ବରୁ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ଆବଶ୍ୟକ ସହାୟତା ପ୍ରଦାନ ଦିଗରେ ପଦକ୍ଷେପ ନେବା ପାଇଁ...